ବାଇବଲ ପରିଶ୍ରମ ବିଷୟରେ କଅଣ କହେ? — ଭାଗ ୨ · ଷ୍ଟ୍ରଙ୍ଗ ସଂଖ୍ୟା ସହିତ KJV ଶାସ୍ତ୍ର — ବାଇବଲ କୁଇଜ୍
For each reference below, choose what that verse teaches. Your score appears at the end.
This is the graded quiz. Pass it to earn credit toward your Ministry Certificate of Endorsement.
2 Peter 1:10 — ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ________ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।
ସର୍ବଦା
ନିଗୂଢ଼ତତ୍ତ୍ୱ
ଆହ୍ୱାନ
2 Timothy 2:15 — ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ________ ଦେଖାଇବାକୁ ଯତ୍ନ କର।
ତର୍କବିତର୍କ
ସିଦ୍ଧ
ପରୀକ୍ଷାସିଦ୍ଧ
Ephesians 4:3 — ________ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।
ପଡ଼ି
ଶାନ୍ତିରୂପ
କେବଳ
Ephesians 5:15 — ଅତଏବ ଅଜ୍ଞାନ ପରି ନ ହୋଇ ________ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ
ମନ୍ଦିର
ନୂତନ
ଜ୍ଞାନୀ
Hebrews 6:19 — ସେହି ________ ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି
ଜାଣି
ସିଦ୍ଧ
ଭରସା
Romans 12:8 — ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ________ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
ଯତ୍ନ
ମୁକ୍ତି
ଅସୁନ୍ନତ
Romans 12:11 — ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ________ କର;
ସେବା
କାର୍ଯ୍ୟ
ଅନନ୍ତ
Jude 1:3 — ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ________ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
ପରିତ୍ରାଣ
ବିନାଶ
ବ୍ୟଭିଚାର
2 Peter 1:19 — ଏଥିରେ ________ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
ଭାବବାଣୀ
ଭୋଜନପାନ
ଉପବାସ
Matthew 7:8 — କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ________ ଦିଆଯିବ।
ଫିଟାଇ
ଆବଶ୍ୟକ
ପରିତ୍ରାଣ
Deuteronomy 4:9 — କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ________ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।
ଦୁଷ୍କର୍ମ
ଯତ୍ନପୂର୍ବକ
ଶୀଘ୍ର
Jude 1:21 — ପୁଣି, ________ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।
ଦୁର୍ବଳ
ଅନନ୍ତ
ନମସ୍କାର
Deuteronomy 6:17 — ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ________ ପାଳନ କରିବ।
ଯତ୍ନପୂର୍ବକ
ଦୁଷ୍କର୍ମ
ଶୀଘ୍ର
Titus 3:8 — ଏହି କଥା ବିଶ୍ୱାସ୍ୟ, ଆଉ ଯେପରି ଈଶ୍ବରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ________ ଉତ୍ତମ ଓ ହିତଜନକ।
ପକ୍ଷରେ
ନଗର
ବିରୁଦ୍ଧରେ
Isaiah 40:31 — ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ________ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ଉତ୍କ୍ରୋଶ
ନପୁଂସକ
କପୋତ
2 Peter 1:11 — ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ________ ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।
ଇମୋରୀୟ
ଇମୋରୀୟମାନଙ୍କ
ତ୍ରାଣକର୍ତ୍ତା
Link copied
Has this study helped you? Share a short or your full testimony — your story helps someone else find this site.
Save your progress
Optional. You never need an account to use this site.
Keep your quiz scores and your certificate if you change phone or clear your browser.
Restore progress
Restoring replaces the progress on this device, and any certificate you print afterwards will carry the name on the record.
