🌐 Language
'Olelo Hawai'iAfaan Oromoobahasa IndonesiaBelarusianBrezhonegCebuanoChamorroChichewachiShonaChongthuCiyawoDanskDeutschEestiEnglishEspañolEsperantoeʋegbeFrançaisHausaHrvatskiIgboIlocanoItalianoKikuyuKiswahiliKiyombiKreyòl AyisyenLatinaLatviešulietuviųLingálaLugandaMagyarMahasuiMāoriNederlandsNorskPohnpeianPolskiPortuguêsQach’abelRomaniRomânăSanskritSetswanaShqipsrpski jezikSuomiSvenskaTagalogTiếng ViệtTonganTwiTürkçeUyghur tiliYorùbáÍslenskaČeštinaБългарскиРусскийУкраїнськаעבריתاردوالعربيةفارسیكوردی سۆرانیअहिराणी‎नेपालीभद्रवाही‎मराठीमानक हिन्दी‎हरियाणवी‎অসমীয়াবাংলাਪੰਜਾਬੀગુજરાતીଓଡ଼ିଆ‎தமிழ்తెలుగుಕನ್ನಡമലയാളംไทยဗမာἙλληνική中文日本語한국어+ All languages
See More Jesus

ବାଇବଲ ଦୟା ବିଷୟରେ କଣ କୁହେ? — ଭାଗ ୨ · ଷ୍ଟ୍ରଙ୍ଗସ ନମ୍ବର ସହିତ KJV ଶାସ୍ତ୍ର — ବାଇବଲ କୁଇଜ୍

For each reference below, choose what that verse teaches. Your score appears at the end.

This is the graded quiz. Pass it to earn credit toward your Ministry Certificate of Endorsement.

ଯାତ୍ରା ପୁସ୍ତକ 34:6 — ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ ________, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
କୃପାମୟ
ସୁନ୍ଦର
କ୍ଷମା
ଗୀତସଂହିତା 86:15 — ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ ________ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
ଗୌରବାନ୍ୱିତ
ବିଦ୍ରୋହୀ
କୃପାବାନ
ନିହିମୀୟା 9:17 — ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, ________ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
ଅଳସୁଆ
ଭୟଙ୍କର
କୃପାମୟ
୨ କରିନ୍ଥୀୟ 1:3 — ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ________ ଈଶ୍ବର;
ସହଭାଗିତା
ସାନ୍ତ୍ୱନାଦାତା
ହରାଇବ
ବିଳାପ 3:22 — ସଦାପ୍ରଭୁଙ୍କର ବିବିଧ ________ ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
ପ୍ରାର୍ଥନା
ଦୟା
କ୍ରୋଧ
ଗୀତସଂହିତା 103:8 — ସଦାପ୍ରଭୁ ସ୍ନେହଶୀଳ ଓ ________, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
ଗୌରବାନ୍ୱିତ
କ୍ଷମା
କୃପାମୟ
ମୀଖା 7:19 — ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ________ ଆଗାଧ ଜଳରେ ନିକ୍ଷେପ କରିବ।
ଆଣ୍ଠୁ
ସମୁଦ୍ରର
ଦୃଢ଼
ଦ୍ୱିତୀୟ ବିବରଣ 4:31 — ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ________ କରିଅଛନ୍ତି, ତାହା ପାସୋରିବେ ନାହିଁ।
କ୍ରୋଧ
କନ୍ୟା
ନିୟମ
ମୀଖା 6:8 — ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ________ ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
କ୍ରୋଧ
ନିୟମ
ଦୟା
ହୋଶେୟ 6:6 — କାରଣ ________ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
ପାପ
ପ୍ରଧାନ
ବଳିଦାନ
ହିତୋପଦେଶ 3:3 — ଦୟା ଓ ସତ୍ୟତା ତୁମ୍ଭକୁ ________ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।
ଅନୁଗ୍ରହ
ପରିତ୍ୟାଗ
ବିଷୟରେ
ହିତୋପଦେଶ 28:13 — ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ________ କରି ଛାଡ଼େ, ସେ ଦୟା ପାଇବ।
ପ୍ରଚଣ୍ଡ
ସ୍ୱୀକାର
ଶାସ୍ତି
ଗୀତସଂହିତା 51:1 — ହେ ପରମେଶ୍ୱର, ଆପଣା ________ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
ଦୌରାତ୍ମ୍ୟ
ସ୍ନେହପୂର୍ଣ୍ଣ
ବିପଦ
ଲୂକ 18:13 — କିନ୍ତୁ ________ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’
କୁଟାଟିକକ
କରଗ୍ରାହୀ
ନିନ୍ଦା
ଏବ୍ରୀ 4:16 — ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ________ ନିକଟକୁ ଯାଉ।
ସିଂହାସନ
ପ୍ରାର୍ଥନା
ପଦରେ
ଯୋୟେଲ 2:13 — ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ ________ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
ଅଳସୁଆ
କୃପାମୟ
କ୍ଷମା
ଯୂନସ 4:2 — ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ________ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।
ମାୟୋନ୍‍
ଅରୋୟେରଠାରୁ
ତର୍ଶୀଶକୁ
ଗୀତସଂହିତା 145:8 — ସଦାପ୍ରଭୁ ________ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।
ଗୌରବାନ୍ୱିତ
ଶାନ୍ତିପ୍ରିୟ
କୃପାବାନ
ଲୂକ 1:72 — ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ________ ବ୍ୟବହାର କରନ୍ତି
ନିୟମ
କନ୍ୟା
ଦୟା
ଗୀତସଂହିତା 103:17 — ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ________ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି
ଅନନ୍ତକାଳ
ଆନନ୍ଦ
କ୍ରୋଧ
ଗୀତସଂହିତା 23:6 — ନିଶ୍ଚୟ ________ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
ଅଧର୍ମ
ବସ୍ତ୍ର
ମଙ୍ଗଳ

← Back to the study