🌐 Language
'Olelo Hawai'iAfaan Oromoobahasa IndonesiaBelarusianBrezhonegCebuanoChamorroChichewachiShonaChongthuCiyawoDanskDeutschEestiEnglishEspañolEsperantoeʋegbeFrançaisHausaHrvatskiIgboIlocanoItalianoKikuyuKiswahiliKiyombiKreyòl AyisyenLatinaLatviešulietuviųLingálaLugandaMagyarMahasuiMāoriNederlandsNorskPohnpeianPolskiPortuguêsQach’abelRomaniRomânăSanskritSetswanaShqipsrpski jezikSuomiSvenskaTagalogTiếng ViệtTonganTwiTürkçeUyghur tiliYorùbáÍslenskaČeštinaБългарскиРусскийУкраїнськаעבריתاردوالعربيةفارسیكوردی سۆرانیअहिराणी‎नेपालीभद्रवाही‎मराठीमानक हिन्दी‎हरियाणवी‎অসমীয়াবাংলাਪੰਜਾਬੀગુજરાતીଓଡ଼ିଆ‎தமிழ்తెలుగుಕನ್ನಡമലയാളംไทยဗမာἙλληνική中文日本語한국어+ ସମସ୍ତ ଭାଷା
See More Jesus
ଓଡ଼ିଆ‎

ବাଇବଲ ଧୈର୍ଯ୍ୟ ବିଷୟରେ କଅଣ କୁହେ? — ଏହାକୁ ଜୀବନରେ ପାଳନ କରିବା · ଷ୍ଟ୍ରଙ୍ଗସ ନମ୍ବର ସହିତ KJV ଶାସ୍ତ୍ର — ବାଇବେଲ କୁଇଜ୍

ବାଇବେଲ କୁଇଜ୍

ବাଇବଲ ଧୈର୍ଯ୍ୟ ବିଷୟରେ କଅଣ କୁହେ? — ଏହାକୁ ଜୀବନରେ ପାଳନ କରିବା · ଷ୍ଟ୍ରଙ୍ଗସ ନମ୍ବର ସହିତ KJV ଶାସ୍ତ୍ର — ବାଇବେଲ କୁଇଜ୍

ନିମ୍ନରେ ଥିବା ପ୍ରତ୍ୟେକ ସନ୍ଦର୍ଭ ପାଇଁ, ସେହି ପଦଟି କଣ ଶିକ୍ଷା ଦିଏ ତାହା ବାଛନ୍ତୁ। ଶେଷରେ ଆପଣଙ୍କ ସ୍କୋର ଦେଖାଯିବ।

ଏହା ମୂଲ୍ୟାୟିତ କୁଇଜ୍। ଆପଣଙ୍କ ମିନିଷ୍ଟ୍ରି ପ୍ରମାଣପତ୍ର ଅନୁମୋଦନ ପାଇଁ କ୍ରେଡିଟ୍ ପାଇବାକୁ ଏଥିରେ ଉତ୍ତୀର୍ଣ୍ଣ ହୁଅନ୍ତୁ।

ରୋମୀୟ 15:4 — ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ________ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
ଆଣ୍ଠୁ
ପୂର୍ବକାଳରେ
ପାପୀ
ରୋମୀୟ 15:5 — ________ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ
ଧୈର୍ଯ୍ୟ
ନିବେଦନ
ପ୍ରକାଶିତ
ଯାକୁବ 1:2 — ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ________ ପରୀକ୍ଷିତ ହୁଅ
ସୁଖଭୋଗ
କାଳସର୍ପର
ପରୀକ୍ଷାରେ
ଯାକୁବ 1:3 — ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ________ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
ଜୀବିତ
ବିଶ୍ୱାସ
ପୁନର୍ବାର
ଯାକୁବ 1:4 — ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ ________ ସାଧନ କରୁ।
କାର୍ଯ୍ୟ
ପରି
ଦେଖି
୨ ପିତର 1:5-6 — ହଁ, ଏହି କାରଣରୁ ତୁମ୍ଭେମାନେ ଅତି ________ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ
ଯନ୍ତ୍ରଣା
ଦଣ୍ଡ
ଯତ୍ନ
ଲୂକ 8:15 — ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ________ ସହକାରେ ଫଳ ଫଳନ୍ତି।”
ସାନ୍ତ୍ୱନା
ଉପଦେଶ
ଧୈର୍ଯ୍ୟ
ଯିଶାଇୟ 30:18 — ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ________ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
ସାନ୍ତ୍ୱନା
ପ୍ରଶଂସା
ଉନ୍ନତ
ଯିଶାଇୟ 64:4 — କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ________ ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
ଛଡ଼ା
ଉଦ୍ୟାନ
ଉତ୍କ୍ରୋଶ
ଗୀତସଂହିତା 40:1 — ମୁଁ ________ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
ଉପଦେଶ
ମୁକ୍ତି
ଧୈର୍ଯ୍ୟ
ବିଳାପ 3:26 — ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ________।
ଆନନ୍ଦ
ଦୟା
ମଙ୍ଗଳ
ବିଳାପ 3:27 — ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ________ ଅଟେ।
ଦୟା
ଆଜ୍ଞା
ମଙ୍ଗଳ
ଲୂକ 21:19 — ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ________ ଲାଭ କରିବ।”
ଜୀବନ
ଦୟା
ଗୌରବ
କଲସୀୟ 3:12 — ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ________ ଓ ଦୀର୍ଘସହିଷ୍ଣୁତା ପରିଧାନ କର।
ମୃଦୁତା
କଠିନତା
ଯତ୍ନ
ଏଫିସୀୟ 4:1 — ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ________ କର
ସାହସ
ଆଚରଣ
କ୍ଷମା
ଏଫିସୀୟ 4:2 — ଅର୍ଥାତ୍ ସର୍ବପ୍ରକାର ନମ୍ରତା, ________, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
ମୃଦୁତା
ଆଜ୍ଞାବହତା
ସିଦ୍ଧି
କଲସୀୟ 1:11 — ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ________ ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ
ବିଶ୍ୱସ୍ତ
ଗୌରବର
ବହୁମୂଲ୍ୟ
ଗାଲାତୀୟ 5:22 — କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ________, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା
ଅଧିକାର
ବିଶ୍ୱାସ
ପ୍ରେମ
୧ ଥେସଲନୀକୀୟ 5:14 — ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ________ ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
ସାନ୍ତ୍ୱନା
ପରୀକ୍ଷା
ପ୍ରେମ
ଗୀତସଂହିତା 37:7 — ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ________ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
ଧୈର୍ଯ୍ୟ
ଉପଦେଶ
ମୁକ୍ତି
ହିତୋପଦେଶ 16:32 — ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ________ ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
କେବଳ
ଦ୍ରାକ୍ଷାରସ
ଆତ୍ମା
ଉପଦେଶକ 7:8 — କାର୍ଯ୍ୟର ଆରମ୍ଭ ଅପେକ୍ଷା ________ ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।
ପୁନର୍ବାର
କିଅବା
ତହିଁର
ଯାକୁବ 5:8 — ତୁମ୍ଭେମାନେ ମଧ୍ୟ ________ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
ପରିତ୍ରାଣ
ଧୈର୍ଯ୍ୟ
ଅଶୁଚିତା
ଏବ୍ରୀ 12:1 — ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ________ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
ଧୈର୍ଯ୍ୟ
ପରୀକ୍ଷା
ସାହସ
ଏବ୍ରୀ 12:2 — ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ________ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
ସାହସ
ଧୈର୍ଯ୍ୟ
ଯତ୍ନ
ଏବ୍ରୀ 12:3 — ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ________ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।
ପାପୀମାନଙ୍କଠାରୁ
ପ୍ରତିଜ୍ଞାସମୂହ
ଚତୁର୍ଦ୍ଦିଗରୁ
ଏବ୍ରୀ 10:36 — ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ________ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।
ଶାସନ
ବଶୀଭୂତ
ସାଧନ
୨ ତୀମଥି 2:4 — କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ________ କରିପାରେ।
ସିଦ୍ଧ
ସନ୍ତୁଷ୍ଟ
ଲାଭ
୨ ତୀମଥି 2:10 — ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ________ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।
ଅନନ୍ତ
ଲାଭ
ନମସ୍କାର

← ଅଧ୍ୟୟନକୁ ଫେରନ୍ତୁ