🌐 Language
'Olelo Hawai'iAfaan Oromoobahasa IndonesiaBelarusianBrezhonegCebuanoChamorroChichewachiShonaChongthuCiyawoDanskDeutschEestiEnglishEspañolEsperantoeʋegbeFrançaisHausaHrvatskiIgboIlocanoItalianoKikuyuKiswahiliKiyombiKreyòl AyisyenLatinaLatviešulietuviųLingálaLugandaMagyarMahasuiMāoriNederlandsNorskPohnpeianPolskiPortuguêsQach’abelRomaniRomânăSanskritSetswanaShqipsrpski jezikSuomiSvenskaTagalogTiếng ViệtTonganTwiTürkçeUyghur tiliYorùbáÍslenskaČeštinaБългарскиРусскийУкраїнськаעבריתاردوالعربيةفارسیكوردی سۆرانیअहिराणी‎नेपालीभद्रवाही‎मराठीमानक हिन्दी‎हरियाणवी‎অসমীয়াবাংলাਪੰਜਾਬੀગુજરાતીଓଡ଼ିଆ‎தமிழ்తెలుగుಕನ್ನಡമലയാളംไทยဗမာἙλληνική中文日本語한국어+ All languages
See More Jesus

ମୁଁ ପରିତ୍ରାଣ ପାଇବା ପାଇଁ କଅଣ କରିବି? — ଭାଗ ୨ · ଷ୍ଟ୍ରଙ୍ଗ ସଂଖ୍ୟା ସହିତ KJV ଶାସ୍ତ୍ର — ବାଇବଲ କୁଇଜ୍

For each reference below, choose what that verse teaches. Your score appears at the end.

This is the graded quiz. Pass it to earn credit toward your Ministry Certificate of Endorsement.

Matthew 16:24 — ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା ________ ନେଇ ମୋହର ଅନୁଗମନ କରୁ।
କ୍ରୁଶ
ବ୍ୟାପିଗଲା
ବନ୍ଧୁ
Luke 9:23 — ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ________ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
ହଠାତ୍‍
ପ୍ରତିଦିନ
ସାହସ
Lamentations 3:22 — ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ________ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
ଶୁଷ୍କ
ବିନଷ୍ଟ
ତୃଣ
Proverbs 8:34 — ଯେ ମୋʼ କଥା ଶୁଣେ ଓ ମୋʼ ________ ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
ଦୂତ
ଯୁବା
ଦ୍ୱାର
Acts 17:11 — ________ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
ସ୍ତିଫାନଙ୍କ
କର୍ଣ୍ଣିଲୀୟ
ଥେସଲନୀକୀ
Matthew 6:9 — ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ________ ବୋଲି ମାନ୍ୟ ହେଉ।
ବସ୍ତ୍ର
ଶିକ୍ଷା
ପବିତ୍ର
Psalm 68:19 — ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ________। [ସେଲା]
ଦୟା
ଆନନ୍ଦ
ପରିତ୍ରାଣ
John 16:13 — କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ________ ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
କେବଳ
ପ୍ରେମ
ଆତ୍ମା
Romans 8:16 — ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ________ ପ୍ରଦାନ କରନ୍ତି
ସାକ୍ଷ୍ୟ
ନିବେଦନ
ଆନନ୍ଦ
Romans 8:26 — ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ________ କରନ୍ତି;
ଅଧର୍ମ
ସ୍ୱୀକାର
ନିବେଦନ
Galatians 5:16 — ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ________ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
ତାଡ଼ନା
ଆଚରଣ
ପରୀକ୍ଷା
Galatians 5:22 — କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ________, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା
ଅଧିକାର
ଦଣ୍ଡ
ପ୍ରେମ
Galatians 5:25 — ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ________ କରୁ।
ପ୍ରେମ
ଆଚରଣ
ତାଡ଼ନା
Philippians 2:12 — ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ________ ସାଧନ କର
ଦୟା
ସାକ୍ଷ୍ୟ
ପରିତ୍ରାଣ
1 Corinthians 6:19 — ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ________, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
ପର୍ବ
ଜ୍ଞାନୀ
ମନ୍ଦିର
Jude 1:20 — କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ________ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର
କେବଳ
ପ୍ରେମ
ବିଶ୍ୱାସ
Acts 2:39 — କାରଣ ଏହି ________ ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।”
ସେହିକ୍ଷଣି
ମନ-ପରିବର୍ତ୍ତନ
ପ୍ରତିଜ୍ଞା
Joel 2:28 — ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ________ କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
ସତ୍ୟ
ଜୀବିତ
ପ୍ରଚାର
Proverbs 22:6 — ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ________ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ବୃଦ୍ଧ
ନମ୍ର
ମୂଲ୍ୟ
Joshua 24:15 — ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ________ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”
କିଣାନୀୟ
ହିତ୍ତୀୟ
ଇମୋରୀୟମାନଙ୍କ
2 Timothy 1:5 — କାରଣ ଯେଉଁ ନିଷ୍କପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମାଆ ଇଉନୀକୀଙ୍କଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ________ ବିଶ୍ୱାସ, ତୁମ୍ଭର ସେହି ନିଷ୍କପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
ପ୍ରେରିତ
ଦୃଢ଼
ଇଚ୍ଛା
Deuteronomy 7:9 — ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ________ ଓ ଦୟା ରକ୍ଷା କରନ୍ତି।
ନିୟମ
ଦୃଷ୍ଟିରେ
ଜୀବନ
John 6:35 — ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ________ ହେବ ନାହିଁ।
ବୁଝିଲେ
ଧର୍ମଶାସ୍ତ୍ରର
ତୃଷିତ
Exodus 16:21 — ଏହିରୂପେ ପ୍ରତିଦିନ ପ୍ରାତଃକାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ________ ଖରା ହୁଅନ୍ତେ, ତାହା ତରଳି ଗଲା।
ଅନ୍ଧକାର
ପ୍ରଚଣ୍ଡ
କର୍ଣ୍ଣଗୋଚରରେ

← Back to the study