🌐 Language
'Olelo Hawai'iAfaan Oromoobahasa IndonesiaBelarusianBrezhonegCebuanoChamorroChichewachiShonaChongthuCiyawoDanskDeutschEestiEnglishEspañolEsperantoeʋegbeFrançaisHausaHrvatskiIgboIlocanoItalianoKikuyuKiswahiliKiyombiKreyòl AyisyenLatinaLatviešulietuviųLingálaLugandaMagyarMahasuiMāoriNederlandsNorskPohnpeianPolskiPortuguêsQach’abelRomaniRomânăSanskritSetswanaShqipsrpski jezikSuomiSvenskaTagalogTiếng ViệtTonganTwiTürkçeUyghur tiliYorùbáÍslenskaČeštinaБългарскиРусскийУкраїнськаעבריתاردوالعربيةفارسیكوردی سۆرانیअहिराणी‎नेपालीभद्रवाही‎मराठीमानक हिन्दी‎हरियाणवी‎অসমীয়াবাংলাਪੰਜਾਬੀગુજરાતીଓଡ଼ିଆ‎தமிழ்తెలుగుಕನ್ನಡമലയാളംไทยဗမာἙλληνική中文日本語한국어+ All languages
See More Jesus

ବାଇବଲ ଆତ୍ମସଂଯମ (ମିତାଚାର) ବିଷୟରେ କଣ କହେ? — ଏହାକୁ ଜୀବନରେ କାର୍ଯ୍ୟକାରୀ କରିବା · ଷ୍ଟ୍ରଙ୍ଗ ନମ୍ବର ସହିତ KJV ଶାସ୍ତ୍ରପାଠ — ବାଇବଲ କୁଇଜ୍

For each reference below, choose what that verse teaches. Your score appears at the end.

This is the graded quiz. Pass it to earn credit toward your Ministry Certificate of Endorsement.

ଗାଲାତୀୟ 5:22-23 — କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ________, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା
ବିଶ୍ୱାସ
ପ୍ରେମ
ଅଧିକାର
ଯୋହନ 15:4 — ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ________ ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
ଅନନ୍ତ
ପାପୀ
ଶାଖା
ଯୋହନ 15:5 — ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ________; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।
ବନ୍ଧୁ
ମହିମା
ଶାଖା
୨ ପିତର 1:3 — ________ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।
ବିଶ୍ୱାସ
ଈଶ୍ବର
ପ୍ରେମ
ହିତୋପଦେଶ 2:4-5 — ଯଦି ରୂପା ________ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
ବିବାଦ
ନ୍ୟାୟ
ଲାଭ
ଯୋହନ 5:39 — ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ________ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।
ଶୟତାନ
ଅନନ୍ତ
ଶିକ୍ଷା
ଗୀତସଂହିତା 119:9 — ________ ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
ନୂତନ
ଯୁବା
ନିର୍ମଳ
୧ ପିତର 2:2 — ତାହାହେଲେ ସମସ୍ତ ପ୍ରକାର ________, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
ଧାର୍ମିକତା
ଦୁଷ୍ଟତା
ସାକ୍ଷ୍ୟ
ଗୀତସଂହିତା 131:2 — ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ________ ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
ମୁଖରେ
ମାତା
ଯୌବନ
ଯିଶାଇୟ 28:9-10 — “ସେ କାହାକୁ ଜ୍ଞାନ ________ ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
ପ୍ରାର୍ଥନା
ପରିଶ୍ରମ
ଶିକ୍ଷା
ଲୂକ 2:52 — ଆଉ, ଯୀଶୁ ________ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।
ଜ୍ଞାନରେ
ଆକାଶର
ଆଶ୍ଚର୍ଯ୍ୟକର୍ମ
ଗାଲାତୀୟ 5:16 — ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ________ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
ପରୀକ୍ଷା
ଆଚରଣ
ପବିତ୍ର
ରୋମୀୟ 13:13 — ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ________ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
ଅନନ୍ତ
ବିବାଦ
ବ୍ୟଭିଚାର
ରୋମୀୟ 13:14 — ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ________ ନିମନ୍ତେ ଆୟୋଜନ କର ନାହିଁ।
ଶରୀର
ଦାନ
ଭରସା
ଏଫିସୀୟ 5:18 — ଆଉ ________ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ
ଲେଖାଅଛି
ଦ୍ରାକ୍ଷାରସରେ
ଶାନ୍ତି
ତୀତସ 2:11-12 — କାରଣ ସମସ୍ତ ମାନବର ________ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି
ପ୍ରେମ
ପରିତ୍ରାଣ
ପବିତ୍ର
୨ ପିତର 1:5-6 — ହଁ, ଏହି କାରଣରୁ ତୁମ୍ଭେମାନେ ଅତି ________ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ
ଯନ୍ତ୍ରଣା
ଦଣ୍ଡ
ଯତ୍ନ
ତୀତସ 2:2 — ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ________ ଓ ସହିଷ୍ଣୁତାରେ ସବଳ ହେବାକୁ
ପ୍ରେମ
ପରିତ୍ରାଣ
ପରୀକ୍ଷା
ଆଦି ପୁସ୍ତକ 4:7 — ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ ________ କରିବା ଉଚିତ।”
କର୍ତ୍ତୃତ୍ୱ
ସାନ୍ତ୍ୱନା
ସ୍ପର୍ଶ
ହିତୋପଦେଶ 16:32 — ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ________ ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
କେବଳ
ଯୁଦ୍ଧ
ଆତ୍ମା
ହିତୋପଦେଶ 25:16 — ତୁମ୍ଭେ କି ________ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।
ନମ୍ର
ଧନୀ
ମଧୁ
ଯାକୁବ 1:19 — ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, ________ କରିବାରେ ଧୀର ହେଉ
ସାକ୍ଷ୍ୟ
ଆନନ୍ଦ
କ୍ରୋଧ
୧ କରିନ୍ଥୀୟ 9:24 — ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ________, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।
ପାଏ
ଆନନ୍ଦ
ଜୀବିତ
୧ କରିନ୍ଥୀୟ 9:25 — ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ ________ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
ଫଳହୀନ
ଧନଲୋଭୀ
କ୍ଷୟଣୀୟ
୧ କରିନ୍ଥୀୟ 9:27 — ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ________ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
ସ୍ତ୍ରୀର
ଅଗ୍ରାହ୍ୟ
ଆବଶ୍ୟକ
୨ ତୀମଥି 2:4 — କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ________ କରିପାରେ।
ପରୀକ୍ଷାସିଦ୍ଧ
ସନ୍ତୁଷ୍ଟ
ସିଦ୍ଧ
୨ ତୀମଥି 2:5 — ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ________ ପାଏ ନାହିଁ।
ବାଧ୍ୟ
ମୁକୁଟ
ସମ୍ମତ
୧ ପିତର 2:11 — ହେ ପ୍ରିୟମାନେ, ତୁମ୍ଭେ ________ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
ସହଭାଗୀ
ବିଦେଶୀ
ଦୃଷ୍ଟାନ୍ତ
ରୋମୀୟ 6:13 — କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ________ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।
ଅନୁଗ୍ରହ
ଜୀବିତ
ଶରୀର

← Back to the study