🌐 Language
'Olelo Hawai'iAfaan Oromoobahasa IndonesiaBelarusianBrezhonegCebuanoChamorroChichewachiShonaChongthuCiyawoDanskDeutschEestiEnglishEspañolEsperantoeʋegbeFrançaisHausaHrvatskiIgboIlocanoItalianoKikuyuKiswahiliKiyombiKreyòl AyisyenLatinaLatviešulietuviųLingálaLugandaMagyarMahasuiMāoriNederlandsNorskPohnpeianPolskiPortuguêsQach’abelRomaniRomânăSanskritSetswanaShqipsrpski jezikSuomiSvenskaTagalogTiếng ViệtTonganTwiTürkçeUyghur tiliYorùbáÍslenskaČeštinaБългарскиРусскийУкраїнськаעבריתاردوالعربيةفارسیكوردی سۆرانیअहिराणी‎नेपालीभद्रवाही‎मराठीमानक हिन्दी‎हरियाणवी‎অসমীয়াবাংলাਪੰਜਾਬੀગુજરાતીଓଡ଼ିଆ‎தமிழ்తెలుగుಕನ್ನಡമലയാളംไทยဗမာἙλληνική中文日本語한국어+ All languages
See More Jesus

ବାଇବଲ ଆତ୍ମସଂଯମ (ମିତାଚାର) ବିଷୟରେ କଣ କହେ? — ଭାଗ ୨ · ଷ୍ଟ୍ରଙ୍ଗସ ନମ୍ବର ସହିତ KJV ଶାସ୍ତ୍ରପାଠ — ବାଇବଲ କୁଇଜ୍

For each reference below, choose what that verse teaches. Your score appears at the end.

This is the graded quiz. Pass it to earn credit toward your Ministry Certificate of Endorsement.

Galatians 5:22 — କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ________, ପରୋପକାରିତା
ମଣ୍ଡଳୀ-ସମୂହ
ପ୍ରତିମାପୂଜା
ଦୀର୍ଘସହିଷ୍ଣୁତା
Galatians 5:23 — ଭଦ୍ରତା, ବିଶ୍ୱସ୍ତତା, ________ ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
ମୃଦୁତା
ଈଶ୍ବରପରାୟଣତା
ପରମ୍ପରାଗତ
Proverbs 16:32 — ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ ________ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
କର୍ତ୍ତୃତ୍ୱ
ବିନଷ୍ଟ
ଆଶୀର୍ବାଦ
1 Peter 1:13 — ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ________ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।
ପ୍ରକାଶିତ
ଦଣ୍ଡ
ନମସ୍କାର
1 Peter 5:8 — ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ________ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
ଶୁଚି
ପ୍ରଦୀପ
ଗର୍ଜ୍ଜନ
1 Thessalonians 5:8 — କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ________ ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।
ଭରସା
ଅନୁଗ୍ରହ
ଶରୀର
1 Corinthians 6:12 — ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ________। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।
ମନେ
ନୁହେଁ
ନିଜେ
Romans 6:12 — ଅତଏବ ପାପ ତୁମ୍ଭମାନଙ୍କ ________ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ;
ମର୍ତ୍ତ୍ୟ
ଅଭିଯୋଗ
ବ୍ୟାପିଗଲା
Romans 6:13 — କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ________ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।
କେବଳ
ଜୀବିତ
ଅନୁଗ୍ରହ
Romans 13:14 — ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ________ ନିମନ୍ତେ ଆୟୋଜନ କର ନାହିଁ।
ଶରୀର
ବରଂ
ଅନୁଗ୍ରହ
Daniel 1:8 — ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ________ ନିବେଦନ କଲେ।
ଚତୁର୍ଦ୍ଦିଗରୁ
ନପୁଂସକାଧିପତିଙ୍କୁ
ନକ୍ଷତ୍ର
1 Corinthians 9:25 — ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ ________ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
ଫଳହୀନ
ସହନୀୟ
କ୍ଷୟଣୀୟ
Genesis 39:9 — ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ________ ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”
ଧାର୍ମିକତା
ଅଧର୍ମ
ଦୁଷ୍ଟତା
2 Peter 1:6 — ________ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା
ଅନୁଗ୍ରହ
ଜ୍ଞାନ
ଜାଣି
Titus 2:12 — ପୁଣି, ଆମ୍ଭେମାନେ ଯେପରି ________ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ
ପ୍ରକାଶିତ
ଅଧର୍ମ
ସ୍ୱୀକାର
Titus 2:13 — ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ________ ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।
ଗୌରବର
ଅଳସୁଆ
କ୍ଷୟଣୀୟ

← Back to the study