🌐 Language
'Olelo Hawai'iAfaan Oromoobahasa IndonesiaBelarusianBrezhonegCebuanoChamorroChichewachiShonaChongthuCiyawoDanskDeutschEestiEnglishEspañolEsperantoeʋegbeFrançaisHausaHrvatskiIgboIlocanoItalianoKikuyuKiswahiliKiyombiKreyòl AyisyenLatinaLatviešulietuviųLingálaLugandaMagyarMahasuiMāoriNederlandsNorskPohnpeianPolskiPortuguêsQach’abelRomaniRomânăSanskritSetswanaShqipsrpski jezikSuomiSvenskaTagalogTiếng ViệtTonganTwiTürkçeUyghur tiliYorùbáÍslenskaČeštinaБългарскиРусскийУкраїнськаעבריתاردوالعربيةفارسیكوردی سۆرانیअहिराणी‎नेपालीभद्रवाही‎मराठीमानक हिन्दी‎हरियाणवी‎অসমীয়াবাংলাਪੰਜਾਬੀગુજરાતીଓଡ଼ିଆ‎தமிழ்తెలుగుಕನ್ನಡമലയാളംไทยဗမာἙλληνική中文日本語한국어+ All languages
See More Jesus

ମୁଁ ପରିତ୍ରାଣ ପାଇବା ପାଇଁ କଅଣ କରିବି? — ଷ୍ଟ୍ରଙ୍ଗସ୍ ନମ୍ବର ସହିତ ଏକ KJV ବାଇବଲ ଅଧ୍ୟୟନ — ବାଇବଲ କୁଇଜ୍

For each reference below, choose what that verse teaches. Your score appears at the end.

This is the graded quiz. Pass it to earn credit toward your Ministry Certificate of Endorsement.

ପ୍ରେରିତ 2:36 — ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ ________ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
କ୍ରୁଶରେ
ଚମତ୍କୃତ
ଅସ୍ୱୀକାର
ଏଫିସୀୟ 1:7 — ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ________, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
ଅଶୁଚିତା
ମୁକ୍ତି
ଅସୁନ୍ନତ
ଯୋହନ 19:34 — କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ________ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
ପାପୀ
ବିଧିସଙ୍ଗତ
ବର୍ଚ୍ଛାରେ
ପ୍ରେରିତ 2:38 — ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ ________ ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
ସ୍ୱୀକାର
କ୍ଷମା
ନମସ୍କାର
ପ୍ରେରିତ 3:19 — ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ________ କରି ଫେରି ଆସନ୍ତୁ
ମନ-ପରିବର୍ତ୍ତନ
ନିବେଦନ
ଉପଦେଶ
ଲୂକ 13:3 — ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ________ ହେବ।
ପ୍ରଣାମ
ବିନଷ୍ଟ
ବଞ୍ଚିବ
୨ କରିନ୍ଥୀୟ 7:10 — କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ________ ଜନ୍ମାଏ।
ମୃତ୍ୟୁ
ବିନଷ୍ଟ
ବଞ୍ଚିବ
ପ୍ରେରିତ 22:16 — ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ________ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
ସୁସମାଚାର
ପରିତ୍ରାଣ
ବାପ୍ତିଜିତ
ରୋମୀୟ 6:4 — ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ________ ଭାବରେ ଆଚରଣ କରୁ;
ଦୂତ
ନୂତନ
ମଣ୍ଡଳୀ
କଲସୀୟ 2:12 — ତୁମ୍ଭେମାନେ ________ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।
ଦୀର୍ଘସହିଷ୍ଣୁତା
ବାପ୍ତିସ୍ମରେ
ଅନୁପସ୍ଥିତ
୧ ପିତର 3:21 — ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ________ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
ପରମ୍ପରାଗତ
ପରିଚିତ
ବିବେକ
ମାର୍କ 16:16 — ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ________ ପାଇବ।
ଦୁର୍ବଳ
ଦଣ୍ଡାଜ୍ଞା
ଅଧର୍ମରେ
ଗାଲାତୀୟ 3:27 — ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ________ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।
ସୃଷ୍ଟି
ବାପ୍ତିଜିତ
ମୁଦ୍ରାଙ୍କିତ
ତୀତସ 3:5 — ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ________ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
ନୂତନ
ପଶୁ
ସତ୍ୟ
ଏଫିସୀୟ 1:13 — ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ________ ହୋଇଅଛ;
ସୃଷ୍ଟି
ମୁଦ୍ରାଙ୍କିତ
ସ୍ଥିରୀକୃତ
୧ ଯୋହନ 1:9 — ଯଦି ଆମ୍ଭେମାନେ ଆପଣା ଆପଣା ପାପ ________ କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ଅନ୍ଧକାର
ସାହସ
ସ୍ୱୀକାର
ଯୋହନ 15:4 — ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ________ ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
ପାପୀ
ଅନନ୍ତ
ଶାଖା
ମାଥିଉ 24:13 — ମାତ୍ର ଯେ ଶେଷ ପର୍ଯ୍ୟନ୍ତ ________ ଧରି ରହିବ, ସେ ପରିତ୍ରାଣ ପାଇବ।
ଦଣ୍ଡାଜ୍ଞା
ଅଭିଯୋଗ
ଧୈର୍ଯ୍ୟ
ପ୍ରକାଶିତ 2:10 — ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ________ ଦେବୁ।
ମନ୍ଦିର
ସାକ୍ଷ୍ୟ
ମୁକୁଟ
୧ ଯୋହନ 2:1 — ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ________ ଯୀଶୁ ଖ୍ରୀଷ୍ଟ।
ଦାନ
ଶିକ୍ଷା
ଧାର୍ମିକ
ଏବ୍ରୀ 7:25 — ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ________ କରିବା ପାଇଁ ସେ ନିତ୍ୟ ଜୀବିତ।
ପରୀକ୍ଷା
ସ୍ୱୀକାର
ନିବେଦନ
ଗୀତସଂହିତା 103:12 — ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ________ ସେତେ ଦୂର କରିଅଛନ୍ତି।
ଖଡ୍ଗ
ଅପରାଧ
ବାହୁ
ଗାଲାତୀୟ 1:8 — କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ________ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
ଦୂତ
ସତ୍ୟ
ବାକ୍ୟ

← Back to the study