ଯୀଶୁ କିଏ? — ଷ୍ଟ୍ରଙ୍ଗସ୍ ନମ୍ବର ସହିତ ଏକ KJV ବାଇବଲ ଅଧ୍ୟୟନ — ବାଇବଲ କୁଇଜ୍
For each reference below, choose what that verse teaches. Your score appears at the end.
This is the graded quiz. Pass it to earn credit toward your Ministry Certificate of Endorsement.
ଯିଶାଇୟ 9:6 — କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ________, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
ମହିମା
ମନ୍ତ୍ରୀ
ବିପକ୍ଷ
ଆଦି ପୁସ୍ତକ 1:26 — ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ________ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
ପ୍ରତିମୂର୍ତ୍ତିରେ
କାରାଗାରରେ
କ୍ଷେତ୍ରରେ
ଯୋହନ 1:18 — କେହି ________ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
ଶତ୍ରୁ
ରୋଦନ
କେବେ
ମଲାଖି 3:1 — “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ________ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ଦୟା
ପିତା
ପଥ
ଆଦି ପୁସ୍ତକ 22:2 — ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ________ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
ଶୁଣି
ସ୍ନେହ
ସିନ୍ଦୁକ
ଯୋହନ 19:17 — ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ ________ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।
ବନ୍ଧୁ
ଅଭିଯୋଗ
କ୍ରୁଶ
ଯୋହନ 1:29 — ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ________, ଯେ ଜଗତର ପାପ ବୋହିନେଇଯାଆନ୍ତି।
ମେଷଶାବକ
ଶୟତାନ
ଲେଖାଅଛି
ଯିଶାଇୟ 53:6 — ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ________ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
ବୁଦ୍ଧିମାନ
ବିପଥଗାମୀ
ମୂଲ୍ୟ
ଯିଶାଇୟ 53:7 — ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ________ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
ଅନ୍ଧକାର
ନୀରବ
ଉପଦ୍ରବ
ଯିଶାଇୟ 7:14 — ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ ________ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
କନ୍ୟା
ଶୁଣି
ବୃଦ୍ଧ
ମୀଖା 5:2 — ମାତ୍ର ହେ ________, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
ବେଥଲିହିମ-ଇଫ୍ରାଥା
ଅସ୍ଦୋଦ
ଓବେଦ୍-ଇଦୋମର
ଯୋହନ 1:1 — ସୃଷ୍ଟିର ________ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।
ସୈନ୍ୟ
ସେହିକ୍ଷଣି
ପୂର୍ବରୁ
ଯୋହନ 1:14 — ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ________ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
ଶୟତାନ
ଲେଖାଅଛି
ଅନୁଗ୍ରହ
କଲସୀୟ 2:9 — କାରଣ ଖ୍ରୀଷ୍ଟଙ୍କଠାରେ ________ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ
ଈଶ୍ବରଙ୍କ
ସମ୍ପୂର୍ଣ୍ଣ
ଈଶ୍ବର
ଯୋହନ 5:39 — ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ________ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।
ଅନ୍ଧ
ଅନନ୍ତ
ଶୟତାନ
ରୋମୀୟ 3:23 — ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ________
ପ୍ରକାଶିତ
ହୋଇଅଛନ୍ତି
ତୁଲ୍ୟ
ଏବ୍ରୀ 9:22 — ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ ________ ହୁଏ ନାହିଁ।
ନିବେଦନ
କ୍ଷମା
ଅଧର୍ମ
ଏବ୍ରୀ 1:8 — ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ________ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”
ଅପରାଧ
ସିଂହାସନ
ମାତା
ଗୀତସଂହିତା 110:1 — ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ________ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
ଉଦ୍ଯୋଗ
ମୁକ୍ତିଦାତା
ପାଦପୀଠ
୧ କରିନ୍ଥୀୟ 15:20 — କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ________ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
ଆନନ୍ଦ
ପ୍ରଥମ
ସୁସମାଚାର
କଲସୀୟ 1:27 — ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ________ ସ୍ୱରୂପ;
ଶରୀର
ଭରସା
ଅନୁଗ୍ରହ
ପ୍ରକାଶିତ 1:7 — “ଦେଖ, ସେ ________ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍।”
ମେଘମାଳାରେ
ବିଧବାମାନଙ୍କୁ
ପାପୀମାନେ
ଯୋହନ 3:16 — କାରଣ ଈଶ୍ବର ଜଗତକୁ ଏଡ଼େ ________ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ପ୍ରେମ
କ୍ଷମା
ସ୍ମରଣ
Link copied
Has this study helped you? Share a short or your full testimony — your story helps someone else find this site.
Save your progress
Optional. You never need an account to use this site.
Keep your quiz scores and your certificate if you change phone or clear your browser.
Restore progress
Restoring replaces the progress on this device, and any certificate you print afterwards will carry the name on the record.
