ବାଇବଲ ଜ୍ଞାନ ବିଷୟରେ କଅଣ କହେ? — ଭାଗ ୨ · ଷ୍ଟ୍ରଙ୍ଗ ସଂଖ୍ୟା ସହିତ KJV ଶାସ୍ତ୍ର — ବାଇବଲ କୁଇଜ୍
For each reference below, choose what that verse teaches. Your score appears at the end.
This is the graded quiz. Pass it to earn credit toward your Ministry Certificate of Endorsement.
Proverbs 9:10 — ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ________, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
ଅଗ୍ନି
ଆନନ୍ଦିତ
ଆରମ୍ଭ
Proverbs 1:7 — ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ________ ତୁଚ୍ଛବୋଧ କରନ୍ତି।
ଉପଦେଶ
ଶାସ୍ତି
ପ୍ରଚଣ୍ଡ
Job 28:28 — ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ________।’”
ଭରସା
ମନ୍ତ୍ରଣା
ବୁଦ୍ଧି
James 1:5 — କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ________ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
ଶାସ୍ତି
ଅଭାବ
ରହିଲେ
1 Kings 3:9 — ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ________ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”
ବିଚାରର
ପ୍ରଭେଦ
ମନ୍ତ୍ର
1 Kings 3:12 — ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ________ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
ପ୍ରଭେଦ
ପୂର୍ବେ
ତ୍ୟାଗ
Proverbs 2:6 — ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ________ ନିର୍ଗତ ହୁଏ।
ବୁଦ୍ଧି
ସରଳ
ମିଥ୍ୟାବାଦୀ
1 Corinthians 1:25 — ଯେଣୁ ଈଶ୍ବରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ବରଙ୍କ ________ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ।
ନମସ୍କାର
ଦୁର୍ବଳ
ଆଚରଣ
1 Corinthians 3:19 — କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ________ ଧରନ୍ତି,”
ଧୂର୍ତ୍ତତାରେ
ନମ୍ରତା
ମତଭେଦ
James 3:15 — ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ________, ଅନାତ୍ମିକ ଓ ଶୟତାନଠାରୁ ଅଟେ;
ବିଶେଷତଃ
ଠିକ୍
ପାର୍ଥିବ
James 3:17 — କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ________, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
ସହନୀୟ
ଫଳହୀନ
ଶାନ୍ତିପ୍ରିୟ
1 Corinthians 1:24 — କିନ୍ତୁ ________ ହେଉ ବା ଗ୍ରୀକ୍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।
ଯିହୁଦୀ
ଲେବୀୟ
ମିସରୀୟ
1 Corinthians 1:30 — କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ________ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।
ଈଶ୍ବରଙ୍କଠାରୁ
ଦୁର୍ବଳ
ନମସ୍କାର
Colossians 2:3 — ସେହି ଖ୍ରୀଷ୍ଟଙ୍କଠାରେ ________ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
ଜାଣି
ସିଦ୍ଧ
ଜ୍ଞାନ
Proverbs 3:13 — ଯେଉଁ ଲୋକ ଜ୍ଞାନ ପାଏ ଓ ________ ଲାଭ କରେ, ସେ ଧନ୍ୟ।
ବୁଦ୍ଧି
ସରଳ
ମିଥ୍ୟାବାଦୀ
James 3:13 — ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ________ ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
ପ୍ରଭେଦ
ନମ୍ରତା
କଠିନତା
Psalm 111:10 — ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ________; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
ଆରମ୍ଭ
ବୁଦ୍ଧି
ପ୍ରଥମଜାତ
Ecclesiastes 4:12 — ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ________ କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
ଲିଭାଇ
ପ୍ରତିବାଧା
ନିଷ୍ପତ୍ତି
Matthew 12:42 — ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ________ ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
ପୃଥିବୀର
ଦୂତ
ପର୍ବତ
Link copied
Has this study helped you? Share a short or your full testimony — your story helps someone else find this site.
Save your progress
Optional. You never need an account to use this site.
Keep your quiz scores and your certificate if you change phone or clear your browser.
Restore progress
Restoring replaces the progress on this device, and any certificate you print afterwards will carry the name on the record.
